Masthead

ରାଜ୍ୟରେ ଗୁମାସ୍ତା ଶାସନ ଚଳାଇ ନିଜେ ପୁଣି ମୁଖ୍ୟମନ୍ତ୍ରୀ କହିବେ…ଲଜ୍ୟା: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୈଠକରେ ନିଷ୍ପତ୍ତି ହୋଇଥିଲା ଶୂନ୍ୟକାଳରେ ପ୍ରଥମେ ବିରୋଧୀ ଦଳ ନେତା ପରେ କଂଗ୍ରେସ ବିଧାୟକ ଦଳ ନେତାଙ୍କୁ କହିବାକୁ ସୁଯୋଗ ମିଳିବ। କିନ୍ତୁ ମୋତେ କହିବାକୁ ଦିଆ ଯାଉନାହିଁ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ନରସିଂହ କହିଛନ୍ତି ଯଦି କିଏ ମନ୍ତ୍ରୀ କହିବାର ଥିଲା ମୋ ପରେ ତାଙ୍କୁ କହିବା ପାଇଁ ଦିଆଯାଇପାରିଥନ୍ତା।

କିନ୍ତୁ ମୋତେ ଲାଗୁଛି ମୋତେ କହିବାକୁ ନ ଦେବା ପାଇଁ ନିଷ୍ପତ୍ତି ବୋଧେ ହୋଇଛି । ସେଥିପାଇଁ ହଟ୍ଟଗୋଳ କରି ବନ୍ଦ କରି ଦିଆଯାଉଛି। ବିରୋଧୀ ଦଳ ନେତା ମୁଖ୍ୟମନ୍ତ୍ରୀଙ୍କୁ ସମ୍ବନ୍ଧରେ ଯାହା କହିଛନ୍ତି ସେଥିରେ କିଛି ନା କିଛି ଥାଇ ପାରେ। କିନ୍ତୁ ରାଜ୍ୟରେ ଗୁମାସ୍ତା ଶାସନ ଚଳାଇ ନିଜେ ପୁଣି ମୁଖ୍ୟମନ୍ତ୍ରୀ କହିବେ । ତାହା ନିନ୍ଦନୀୟ ଓ ଲଜ୍ୟାଜନକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ