Masthead

କଂଗ୍ରେସ ବିଧାୟକଙ୍କୁ ଘରୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ସୁଖପାଲ ସିଂ ଖୈରାଙ୍କୁ ଘରୁ ଉଠାଇନେଲା ପୁଲିସ । ଫାଜିଲ୍ଲା ଜଲାଲାବାଦଠାରେ ନାର୍କେଟିକ୍ ଡ୍ରଗ୍ସ ଆଣ୍ଡ ସାଇକୋଟ୍ରୋପିକ୍ ସସପେନ୍ସ ଆକ୍ଟ ଅନୁଯାୟୀ ୮ ବର୍ଷ ତଳର ଏକ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ଆଜି ଭୋରୁ ଗିରଫ କରାଯାଇଥିବା ସୂଚନା ମିଳିଛି ।

ଯାହାକୁ ନେଇ ସୁଖପାଲ ରାଜିବା ସହ ଫେସବୁକରେ ଲାଇଭ ଭିଡିଓ କରିଛନ୍ତି । ସେ କହିଛନ୍ତି ରାଜନୈତିକ ହିସାବ କରିବା ପାଇଁ ତାଙ୍କୁ ହଇରାଣ କରାଯାଉଛି। ଭିଡିଓରେ ସେ ପୁଲିସ କର୍ମଚାରୀଙ୍କ ସହ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଛି। ସେମାନେ ପୁଲିସକୁ ୱାରେଣ୍ଟ ଦେଖାଇବାକୁ ଦାବି କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ