ବସ୍ ଓ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଜଣେ ଗୁରୁତର

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ବସ୍ ବାଇକ୍ ମୁହାଁମୁହିଁ ଧକ୍କା ଜଣେ ମୃତ ଜଣେ ଗୁରୁତର । ସୂଚନା ଅନୁଯାଇ ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ୫୭ନମ୍ବର ରାଜ୍ୟ ରାଜପଥ ମହାଗବ ଛକ ଠାରେ ଦୃତ ଗତିରେ ସାହୁ ନାମକ ବସ୍ ଆସି ବାଇକ୍ କୁ ଧକ୍କା ଦେଇଥିଲା । ବାଇକ୍ରେ ଥିବା ଦୁଇଜଣ ଗୁରୁତର ହୋଇପଡିଥିଲେ ।

ଗୁରୁତର ଅବସ୍ଥାରେ କମର୍ଦ୍ଦା ପୋଲିସ ପହଞ୍ଚି ଜଳେଶ୍ଵରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନେଇ ଯାଇଥିଲେ । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣଙ୍କ ମୃତ୍ୟୁ ହୋଇଥିବା ସୁଚନା। ମୃତ ଆହାତଙ୍କ ପରିଚୟ ମିଳି ପାରିନାହିଁ। ଅନ୍ୟପଟେ କମର୍ଦ୍ଦା ପୋଲିସ ବସ୍ ବାଇକ୍ କୁ ଜବତ କରି ଅଧିକ ତଦନ୍ତ କରୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’