Masthead

ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡରେ ଆଉ ୧୩ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ । ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡରେ ଆଉ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୩କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ରୋଗର ନିୟନ୍ତ୍ରଣ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି । ଲକ୍ଷଣ ଜଣାପଡିଲେ ଡାକ୍ତରଙ୍କ ସହ ପରାମର୍ଶ କରିବା ପାଇଁ ସୂଚନା ଦେଇଛନ୍ତି ସିଡିଏମ୍‌ଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର