Masthead

କୀଟନାଶକ ପି ଚାଷୀ ଆତ୍ମହତ୍ୟା

ଅତାବିରା(ବଡ଼ ଖବର ବ୍ୟୁରୋ): ଋଣ ବୋଝ ସହିନପାରି କୀଟ ନାଶକ ପି ଆତ୍ମହତ୍ୟା କରିଛି ଚାଷୀ । ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ ଉମରାଡ ଗ୍ରାମର ଅଲେଖ ଭୋଇ ନାମକ ଜଣେ ଯୁବକ ଗତକାଲି ରାତିରେ କୀଟନାଶକ ପି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହାପରେ ତାଙ୍କ ପରିବାର ଲୋକେ ତୁରନ୍ତ ରାତିରେ ବଲାଙ୍ଗିର ମେଡିକାଲକୁ ଚିକିତ୍ସା ପାଇଁ ନେଇଥିବା ବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଏନେଇ ଗ୍ରାମବାସୀ ଓ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ଫାଇନାନ୍ସ କମ୍ପାନୀରୁ ଚାଷ କାର୍ଯ୍ୟ ପାଇଁ ଋଣ ଉଠାଇ ସୁଝି ପାରି ନଥିବାରୁ ଘର ଲୋକଙ୍କ ସହ ସାମାନ୍ୟ ପାଟି ତୁଣ୍ଡ ହୋଇଥିଲା। ତେବେ ମାନସିକ ଚାପରେ ଆସି ଯୁବ ଚାଷୀ ଆତ୍ମହତ୍ୟା କରିଥିବା ଲୋକେ ଅଭିଯୋଗ କରୁଛନ୍ତି। ତେବେ ଚାଷ ପାଇଁ ସରକାରଙ୍କର ତରଫରୁ ମିଳୁଥିବା ଋଣ ଚାଷୀର ସମସ୍ୟାକୁ କମ କରିବା ବଦଳରେ ଜୀବନ ନେବାର ବାଟ ପାଲଟୁଥିବା ଲୋକେ ଅଭିଯୋଗ କରୁଛନ୍ତି। ତେବେ ଏ ନେଇ କିନ୍ତୁ କୌଣସି ପ୍ରଶାସନିକ ପ୍ରତିକ୍ରିୟା ମିଳିପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା