Masthead

ମହିଳାଙ୍କ ଉପରେ ମାଡିଗଲା ଟ୍ରକ, ମହିଳା ମୃତ

ସୋରଡା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ସୋରଡା ଥାନା ପାଲକାଟୁ ଗ୍ରାମ ଛକଠାରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ହୋଇଛି । ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍ ମହିଳା ମୃତ । ମୃତକ ଜଣକ ହେଲେ ଗାଙ୍ଗପୁର ଥାନା ସୋମନାଥ ପଲ୍ଲୀ ଗ୍ରାମର ବୁଟିବା ରାଣୀ ବୟସ ୬୦ । ସୂଚନା ମୁତାବକ ବୁଟିବା ନିଜ ଗ୍ରାମରୁ ପ୍ରତିଦିନ ପାଲକାଟୁ ଗ୍ରାମକୁ ତଳେ ପଡିଥିବା ବୋତଲ ଗୋଟାଇବା ପାଇଁ ଆସନ୍ତି।

ପ୍ରତିଦିନ ଭଳି ଆଜି ସେ ସକାଳୁ ଆସି ବୋତଲ ଗୋଟାଉଥିବା ବେଳେ ଏକ ଟ୍ରକ୍ ଭଞ୍ଜନଗରରୁ ସିମେଣ୍ଟ ବୋଝେଇ କରି କେଶରା ଗ୍ରାମକୁ ଯାଉଥିବା ବେଳେ ପାଲକାଟୁ ଛକଠାରେ ହଠାତ୍ ମହିଳାଙ୍କ ଉପରେ ଟ୍ରକ୍ ଟି ମାଡ଼ିଯାଇଥିଲା । ଯାହାଫଳରେ ଘଟଣା ସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା । ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଟ୍ରକ୍ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରିବା ସହ ଘଟଣାର ଅଧିକ ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’