Masthead

ପରଲୋକରେ ସବୁଜ ବିପ୍ଳବର ଜନକ ଏମ୍ ଏସ୍ ସ୍ୱାମୀନାଥନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆରପାରିରେ ‘ସବୁଜ ବିପ୍ଳବ’ର ଜନକ ଏମ୍ ଏସ୍ ସ୍ୱାମୀନାଥନ । ୯୮ ବର୍ଷ ବୟସରେ ଚେନ୍ନାଇଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରସିଦ୍ଧ ଭାରତୀୟ କୃଷି ବିଜ୍ଞାନୀ ଥିଲେ ଏମ୍ ଏସ୍ ସ୍ୱାମୀନାଥନ । ସ୍ୱାମୀନାଥନଙ୍କୁ ‘ସବୁଜ ବିପ୍ଳବ’ର ଜନକ ବୋଲି କୁହାଯାଏ । ମାନକୋମ୍ବୁ ସାମ୍ବାସିଭାନ ସ୍ୱାମୀନାଥନ ବିଶିଷ୍ଟ ଜେନେଟିକ ତଥା କୃଷି ବୈଜ୍ଞାନିକ । ଯିଏ ‘ସବୁଜ ବିପ୍ଳବ’ ମାଧ୍ୟମରେ ଭାରତୀୟ କୃଷିକୁ ପରିବର୍ତ୍ତନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’