Masthead

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି । ଗୃହରେ ବିରୋଧୀଙ୍କ ହଟ୍ଟଗୋଳ । ଫାଇଭ ଟି ସଚିବଙ୍କ ଗସ୍ତକୁ ନେଇ ଗୃହରେ ହଙ୍ଗାମା । ସରକାରଙ୍କ ଉପରେ ଆକ୍ରମଣ କଲେ ବିରୋଧୀ ଦଳ ନେତା । ପ୍ରତିବାଦ କରିଲେ ବିଜେଡି ନେତା ଅରୁଣ ସାହୁ । ଗୃହରେ ପ୍ରବଳ ପାଟିତୁଣ୍ଡ ଯୋଗୁ ୪ଟା ଯାଏଁ ଗୃହ ମୁଲତବି । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ୱତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ