Masthead

ଲୋୟର ପିଏମ୍‌ଜିରେ ଗର୍ଜନ କରୁଛନ୍ତି ଆଶାକର୍ମୀ ଓ ପାଚିକା ସଂଘ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଚାଲିଥିବା ବେଳେ ରାଜଧାନୀରେ ଦାବି ପୂରଣ ପାଇଁ ଗର୍ଜୁଛନ୍ତି ବିଭିନ୍ନ ସଂଗଠନ । ଆଶା ଓ ପାଚିକାଙ୍କ ନାରାବାଜୀରେ କଂପୁଛି ଲୋୟର ପିଏମଜି । ତିନି ଦିନ ହେଲା ହଜାର ହଜାର ସଂଖ୍ୟାରେ ପାଚିକା ଓ ଆଶା କର୍ମୀ ଏକାଠି ହୋଇ ଚଳାଇଛନ୍ତି ଦୁର୍ବାର ଆନ୍ଦୋଳନ । ଖୋଲା ଆକାଶ ତଳେ ଦିନ ରାତି ଏକ କରି ଚଳାଇଛନ୍ତି ଗର୍ଜନ ।

୧୦ ମାସ ବଦଳରେ ୧୨ ମାସ ଦରମା ପ୍ରଦାନ, ବକେୟା ରାଶି ପ୍ରଦାନ, ୬୦ ବର୍ଷ ପରେ ଅବସରକାଳୀନ ଭତ୍ତା ପ୍ରଦାନ ପାଇଁ ଦାବି କରଛନ୍ତି ପାଚିକା । ଦାବି ପୂରଣ ନ ହେବା ଯାଏ ଭୁବନେଶ୍ୱର ଛାଡ଼ି ନଯିବାକୁ ନେଇଛନ୍ତି ନିଷ୍ପତ୍ତି । ସ୍ଥାୟୀ ନିଯୁକ୍ତି, ୨୬ ହଜାର ଟଙ୍କା ମାସିକ ଦରମା, ପେନସନ ୧୦ ହଜାର ଏବଂ ମୃତ୍ୟୁ କାଳିନ ସହାୟତା ୮ ଲକ୍ଷ ଦେବାକୁ ଦାବି କରିଛନ୍ତି ଆଶା କର୍ମୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି