Masthead

ବୈତରଣୀ ନଦୀକୁ ଡେଇଁ ବାପ ଝିଅ ନିଖୋଜ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ): ଭଣ୍ଡାରିପୋଖରୀ ଥାନା ଆଖୁଆପଦା ବୈତରଣୀ ସେତୁ ଉପରୁ ନଦୀକୁ ଡେଇଁ ଵାପ ଝିଅ ନିଖୋଜ ହୋଇଛନ୍ତି । ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ ଵାଲିପୋଖରୀ ପଂଚାୟତ ପରମାନନ୍ଦ ପୁର ଗ୍ରାମର ଚନ୍ଦନ ସାହୁ (୩୦) ଓ ତାଙ୍କ ନାବାଳିକା ଝିଅ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ।

ରାତି ପ୍ରାୟ ନଟା ଵେଳେ ଵାପ ଝିଅ ଦୁହେଁ ଏକ ମୋଟରସାଇକେଲ ଯୋଗେ ଗାଁରୁ ସିଧାସଳଖ ଆସି ପୋଲ ଉପରକୁ ଆସିଥିଲେ। ସେଠାରେ ମୋଵାଇଲ, ଜୋତା ଓ ବାଇକ ରଖି ଦୁହେଁ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକେ ଜଣାଇଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୋଲିସ ,ଦମକଳ ବାହିନୀ ପହଂଚି ନଦୀ ମଧ୍ୟରେ ଖୋଜା ଖୋଜି ଆରମ୍ଭ କରିଛନ୍ତି । ଚନ୍ଦନଙ୍କ ପତ୍ନୀର ଏକ ମାସ ପୂର୍ବରୁ ମୃତ୍ୟୁ ହୋଇଥିବା ବେଳେ କେଉଁ ପରିସ୍ଥିତିରେ ବାପ ଝିଅ ନଦୀକୁ ଡେଇଁଲେ କାରଣ ଜଣାପଡିନାହି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..