ସହିଦ ଭଗତ ସିଂଙ୍କ ୧୧୬ ତମ ଜୟନ୍ତୀ ଅବସରରେ ବିଶାଳ ମୋଟର ରାଲି

ଭଦ୍ରକ(ବଡ଼ ଖବର ବ୍ୟୁରୋ): ମହାନ୍  ସ୍ୱାଧୀନତା ସଂଗ୍ରାମୀ ସହୀଦ ଭଗତ ସିଂଙ୍କ ୧୧୬ ତମ ଜନ୍ମ ଜୟନ୍ତୀ ଅବସରରେ ଆଜି ଭଦ୍ରକରେ ସହିଦ ଭଗତ ସେନାର ଆବାହକ ସିତାଂଶୁ ଶେଖର ମହାପାତ୍ର ଙ୍କ ତତ୍ୱାବଧାନରେ ନେହେରୁ ଷ୍ଟାଡିୟମ୍ ରୁ ବାହାରି ସହର ପରିକ୍ରମା କରି ବସ ଷ୍ଟାଣ୍ଡ ନିକଟରେ ଏକ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ସହିଦ ଭଗତ ସେନାର ଆବାହକ ସିତାଂଶୁ ଶେଖର ମହାପାତ୍ର ଭଦ୍ରକରେ ବିଭିନ୍ନ ସମୟରେ ଅସହାୟ ମାନଂକୁ ସାହାଯ୍ୟର ହାତ ବଢ଼ାଇ ଥାନ୍ତି। ଆଜି ସହିଦ ଭଗତ ସିଂଙ୍କ ୧୧୬ ତମ ଜନ୍ମ ଜୟନ୍ତୀ ଅବସରରେ ୨୦୦୦ରୁ ଉର୍ଦ୍ଧ ବାଇକ୍ ରେ ରାଲି ବାହାରି ସହିଦ ଭଗତସିଂଙ୍କୁ ରାଷ୍ଟ୍ର ପୁତ୍ର ମାନ୍ୟତା ପ୍ରଦାନ ପାଇଁ ନାରା ଦେବା ସହ, ଭଦ୍ରକ କଲେଜକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ଦାବିରେ ନାରା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ