ସାଇବର ସୁରକ୍ଷା ସଚେତନତା ଅଭିଯାନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଯାହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆସନ୍ତା ସେପ୍ଟେମ୍ବର ମାସ ୩୦ ତାରିଖରେ ଉଦଘାଟନ କରିବାକୁ ଯାଉଛନ୍ତି। ଏହି କାର୍ୟ୍ୟକ୍ରମ ସେପ୍ଟେମ୍ବର ୩୦ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୧୫ ତାରିଖ ପର୍ୟ୍ୟନ୍ତ ଚାଲିବ। ବିଶେଷ କରି ଯେଉଁ ଭଳି ଭାବରେ ବିଭିନ୍ନ ଉପାୟରେ ସାଇବର ଠକ ମାନେ ଜନସାଧାରଣ ମାନଙ୍କୁ ଭୁଆଁ ବୁଲେଇ ଠକି ଦେଉଛନ୍ତି।

ତାକୁ ରୋକିବା ପାଇଁ ଏହି ସଚେତନତା କାର୍ଯ୍ୟକ୍ରମ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ।ରାଜ୍ୟର ପ୍ରତେକ ଜିଲ୍ଲାରେ ଏହି କାର୍ୟ୍ୟକ୍ରମ ଚାଲୁ ରହିବ। ତା ସହିତ ଏକ ସଚେତନତା ରଥ ମଧ୍ୟ ବୁଲାଯାଇ ଗାଁ ଗହଳିଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ୟ୍ୟନ୍ତ ଜନସାଧାରଣ ମାନଙ୍କୁ ସାଇବର ସୁରକ୍ଷା ଉପରେ ସଚେତନତା କରାଯିବା। ଆଜି ସେହି ପରିପ୍ରେକ୍ଷିରେ ଜିଲ୍ଲାପାଳ ପାରୁଲ ପଟୱାରୀ ଓ ଆରକ୍ଷି ଅଧିକ୍ଷକ ରାହୁଲ୍ ପିଆର୍ ଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଆରକ୍ଷି ଅଧିକ୍ଷକଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ