Masthead

ଫେଲ୍ ମାରିଲା ମାଓବାଦୀଙ୍କ ଯୋଜନା

ମାଲକାନଗିରି, (ବଡ଼ ଖବର ବ୍ୟୁରୋ): ଫେଲ୍ ମାରିଛି ମାଓବାଦୀଙ୍କ ଆକ୍ରମଣ ଯୋଜନା । ବଡ଼ ସଫଳତା ପାଇଛି ବିଏସଏଫ । ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି । ମାଲକାନଗିରି ଜିଲ୍ଲା ଯୋଡ଼ାଆମ୍ବ ଥାନା ଗୋରାସେତୁ ନିକଟରେ ଯବାନଙ୍କୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ୍ ବିଛାଯାଇଥିଲା । କୌଣସି ସୂତ୍ରରୁ ଖବର ପାଇ ବିଏସଏଫ ଯବାନମାନେ କରିଥିଲେ କମ୍ବିଂ ଅପରେଶନ । ଠାବ କରିଥିଲେ ୭ ଟିଫିନ ବୋମା । ବୋମାକୁ ସତର୍କତାର ସହ ଉଦ୍ଧାର କରିଥିଲେ ଯବାନମାନେ । ପରେ ବୋମାକୁ ନିଷ୍କ୍ରିୟ କରିଛନ୍ତି ନିଷ୍କ୍ରିୟକାରୀ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ