Masthead

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା, ଆଜି ହାଇକୋର୍ଟ ଶୁଣାଇବେ ମାମଲାର ରାୟ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା । ଆଜି ଆସିବ ବହୁ ପ୍ରତିକ୍ଷିତ ରାୟ । ଅପରାହ୍ନ ୨ଟା ବେଳେ ପ୍ରକାଶ ପାଇବ ହାଇକୋର୍ଟରେ ବିଚାରଧୀନ ଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟ । ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଏବଂ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଖଣ୍ଡପୀଠ ପୂର୍ବ ସଂରକ୍ଷିତ ରାୟ ପ୍ରକାଶ କରିବେ । ଗତ ୨୬ ତାରିଖରେ ସମସ୍ତ ପକ୍ଷଙ୍କୁ ଶୁଣିବା ପରେ ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ରାୟ ପ୍ରକାଶ ସହ ରତ୍ନଭଣ୍ଡାର ମରାମତି ହେବ ନା ନାହିଁ, ତା’ର ମଧ୍ୟ ଫଇସଲା ହେବା ନେଇ ଆଶା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ