Masthead

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଥମିବାରେ ଲାଗୁନିି ମଣିପୁର ହିଂସା । କିଛି ଦିନ ପରେ ମଣିପୁରରେ ଇଣ୍ଟରନେଟ ସେବା ଆରମ୍ଭ ହୋଇଥିଲା । କିନ୍ତୁ ଦୁଇ ଛାତ୍ରଙ୍କ ମୃତଦେହ ଭାଇରାଲ ହେବା ପରେ ପୁଣି ଇଣ୍ଟରନେଟକୁ ସ୍ଥଗିତ ରଖାଯାଇଛି । ଆଉ ଏବେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ ହୋଇଛି। ଉପସ୍ଥିତ ସୁରକ୍ଷା ବାହିନୀ ଏହାକୁ ପଣ୍ଡ କରିଥିଲେ। ପୋଲିସ ଅଧିକାରୀ କହିଛନ୍ତି ଯେ, ଇମ୍ଫାଲର ହିଙ୍ଗାଙ୍ଗ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସୁରକ୍ଷା ବାହିନୀ ଘରୁ ପ୍ରାୟ ୧୦୦ ମିଟର ଦୂରରେ ଭିଡକୁ ଅଟକାଇଥିଲେ। ସେହି ଘରେ କେହି ରୁହନ୍ତି ନାହିଁ କିନ୍ତୁ ଏହା କଡା ସୁରକ୍ଷା ଅଧୀନରେ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ