Masthead

ସୃଷ୍ଟି ହେଲା ଲଘୁଚାପ, ବଢିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜିଠୁ ବଢିବ ବର୍ଷାର ପରିମାଣ । ଆସନ୍ତା ୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଛି । ୧ ଓ୨ ରୁ ପ୍ରବଳରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ