Masthead

ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ହତ୍ୟା

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ବିଗୁଡୁଛି ଆଇନ ଶୃଙ୍ଖଳା ପରିସ୍ଥିତି । ନିର୍ବାଚନ ପୂର୍ବରୁ ଗଞ୍ଜାମ ଜିଲ୍ଳାରେ ଦେଖାଦେଲାଣି ଅଶାନ୍ତ ବାତାବରଣ । ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତଥା କୋଦଳା ଥାନା ଅଧିନସ୍ଥ ଦାନପୁର ଗ୍ରାମରେ ଜଣେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି । ମୃତ ଯୁବକଙ୍କ ମୁହଁକୁ ପଥର କିମ୍ବା ସାବଳରେ ଛେଚି ସମ୍ପୂର୍ଣ୍ଣ ନଷ୍ଟ କରି ଦିଆଯାଇଛି ।

ଖବର ପାଇ ଦାନପୁର ଗ୍ରାମରେ କୋଦଳା ପୋଲିସ ପହଞ୍ଚି ଶବକୁ ଜବତ କରି ତଦନ୍ତକୁ ଜୋରଦାର କରିଛି । ମୃତ ଯୁବକ ଜଣଙ୍କ ଆସିକା ବ୍ଲକ ଉପା ଅଧକ୍ଷାଙ୍କ ଦେଢଶୁର ସୁନିଲ ନାହାକ ବୋଲି ସୂଚନା ମିଳିଛି । ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ରକ୍ତ ଜୁଡୁବୁଡୁ ଅବସ୍ଥା ରେ ଗାଁ ଦାଣ୍ଡରେ ପଡି ରହିଛି ମୃତ ଶରୀର। ପୋଲିସ ପହଞ୍ଚି ଶବକୁ ଜବତ କରି ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ