Masthead

ନୀତୀଶ କୁମାର ସମ୍ପୂର୍ଣ୍ଣ ବିରୋଧୀ ମେଣ୍ଟ ‘ଇଣ୍ଡିଆ‘ ସହ ଅଛନ୍ତି: ଲଲନ ସିଂ

ବିହାର (ବଡ଼ ଖବର ବ୍ୟୁରୋ): ଜେଡିୟୁ ସଭାପତି ଲଲନ ସିଂଙ୍କ ମନ୍ତବ୍ୟ । ନୀତୀଶ କୁମାର ତାଙ୍କ ମତ ବଦଳାଉଛନ୍ତି ବୋଲି ଏକ ମିଥ୍ୟା ଭାବନା ସୃଷ୍ଟି କରିବା ପାଇଁ ବିଜେପି ଏକ ଅଭିଯାନ ଚଲାଇଥିବା ଅଭିଯୋଗ କରିଛନ୍ତି ଲଲନ । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମ୍ପୂର୍ଣ୍ଣ ବିରୋଧୀ ମେଣ୍ଟ ‘ଇଣ୍ଡିଆ‘ ସହ ଅଛନ୍ତି । ସେ ସାତଜନ୍ମରେ ବି ବିଜେପି ସହ ମେଣ୍ଟ କରିବେ ନାହିଁ ।

ସେ ଆହୁରି ମଧ୍ୟ କହିଛନ୍ତି ଭାରତୀୟ ଜନତା ପାର୍ଟି ଦେଶର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି କି ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ଜନତା ଦଳ-ୟୁନାଇଟେଡ (ଜେଡିୟୁ) ନେତା ନୀତୀଶ କୁମାର ଏକ ବର୍ଷ ପୂର୍ବେ ବିଜେପି ସହ ସମ୍ପର୍କ ଭାଙ୍ଗି ବିହାରରେ ଏକ ନୂତନ ମହାଗଠବନ୍ଧନର ସରକାର ଗଠନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ