Masthead

ଏଟିଏମ୍ ଗାଡି ଧକ୍କାରେ ୩ମୃତ

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ): ୫୩ନଂ ରାଜ୍ୟ ରାଜ ପଥ ଆନନ୍ଦପୁର ଥାନା ପଦ୍ମପୁର ନିକଟରେ ଏକ ଏଟିଏମ୍ ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି l  ଏକ ବାଇକରେ ଠାକୁରମୁଣ୍ଡା ପାର୍ଶ୍ୱରୁ ଆନନ୍ଦପୁର ଅଭିମୁଖେ ଆସିବା ସମୟରେ ଏଟିଏମ୍ ଗାଡି ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା l ସ୍ଥାନୀୟ ଲୋକଙ୍କ ସହାୟତାରେ ତିନ ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ