Masthead

ପାଣି ପାଇଁ ସଂଘର୍ଷ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ସମସ୍ତଙ୍କୁ ସ୍ୱଚ୍ଛ ପିଇବା ପାଣି ଯୋଗାଇଦେବା ନିର୍ବାଚିତ ସରକାରଙ୍କ କର୍ତ୍ତବ୍ୟ । ମାତ୍ର ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଳକରେ ପାଣି ପାଇଁ ପ୍ରତିଦିନ ଲାଗୁଛି ସଂଘର୍ଷ । ପିଇବା ପାଣି ପାଇଁ ଦୈନଦିନ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି । ତଥାପି ପାଣି କେତେବେଳେ ଅ।ସିବ ତା’ର କୌଣସି ନିର୍ଦ୍ଦିଷ୍ଟ ସମୟ ନାହିଁ । ବର୍ଷ ବର୍ଷ ଧରି ଏଭଳି ଅବସ୍ଥାରେ ଦିନ କାଟୁଛନ୍ତି ଝାଡଲିଙ୍ଗ ପଞ୍ଚାୟତ ଝାଂଲିଙ୍କି ଗାଁର ଲୋକମାନେ । ବାଧ୍ୟହୋଇ ଲୋକେ ଅସଂପୂର୍ଣ୍ଣ ପାଇପ ଲାଇନରୁ ପିଇବା ଉପଯୋଗୀ ହୋଇନଥିବା ପାଣିପିଇ ତୃଷା ମେଣ୍ଟାଉଛି । ଗରା, ବାଲଟି ଧରି ଧାଡିରେ ଛିଡା ହୋଇ ଅପେକ୍ଷା କରୁଛନ୍ତି ମହିଳାମାନେ । ପାଇପ ଲାଇନରେ ଅ।ସୁଥିବା ପାଣି ନେବା ପାଇଁ ଘଣ୍ଟା ଘଣ୍ଟା ଧରି ମହିଳାମାନେ ଅପେକ୍ଷା କରି ରହୁଛନ୍ତି । ଅନେକ ସମୟରେ ପାଣି ନପାଇ ସେମାନଙ୍କୁ ନିରାଶ ହେବାକୁ ପଡୁଛି । ଅନେକ ଦିନଧରି ପାନୀୟ ଜଳ ସଙ୍କଟ ଝାଡଲିଙ୍ଗ ଲୋକମାନଙ୍କୁ ବ୍ୟସ୍ତ ବିବ୍ରତ କରିପକାଉଛି ।

ସେପଟେ ପାଣି ସମସ୍ୟା ବର୍ଷ ବର୍ଷ ଧରି ରହିଥିଲେ ମଧ୍ୟ ଏହାର ସମାଧାନ ପାଇଁ କେବଳ ପ୍ରତିଶ୍ରୁତି ମିଳୁଛି ସତ, ମାତ୍ର ସମସ୍ୟାର ସମାଧାନ ହୋଇ ପାରୁନାହିଁ ବୋଲି ଗ୍ରାମଵାସୀ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ