Masthead

୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ରୌପ୍ୟ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସୀୟ କ୍ରୀଡ଼ାରେ ସୁଟିଂରେ ଭାରତକୁ ରୌପ୍ୟ ପଦକ । ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛି ଭାରତ । ସରବଜୋତ୍ ଓ ଦିବ୍ୟା ଆଣିଲେ ସଫଳତା । ସେହଭଳି ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ବ୍ୟକ୍ତିଗତ ଭାବେ ସ୍ୱର୍ଣ୍ଣ ଜିତିଛନ୍ତି ପଲକ । ସେହିପରି ଇସା ସିଂ ରୌପ୍ୟ ପଦକ ହାସଲ କରିଛନ୍ତି ।

ଏବଂ ୫୦ ମିଟର ପୁରୁଷ ରାଇଫଲ ଥ୍ରି ପୋଜିସନ ଟିମ ଇଭେଣ୍ଟରେ ଐଶ୍ୱର୍ୟ୍ୟ ପ୍ରତାପ ସିଂ ତୋମର, କୁଶଲେ ସ୍ୱପ୍ନିଲ ଏବଂ ଅଖିଲ ସେଓରାନଙ୍କ ଟିମ୍ ମୋଟ ୧୭୬୯ ପଏଣ୍ଟ ହାସଲ କରି ଶୀର୍ଷ ସ୍ଥାନ ଦଖଲ କରିଛନ୍ତି । ସେହିଭଳି ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ରୌପ୍ୟ ପଦକ ମିଳିଛି । ୮ ସ୍ୱର୍ଣ୍ଣ, ୧୩ ରୌପ୍ୟ, ୧୩ ବ୍ରୋଞ୍ଜ ସହ ଭାରତକୁ ୩୪ ପଦକ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ