Masthead

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳ ମୁହାଁ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ପ୍ରବଳ ବର୍ଷା ପାଇଁ୯ଟି ଜିଲ୍ଳାକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦିଆଯାଇଛି ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରାୟ ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼