Masthead

ପୂର୍ବତନ ମେୟରଙ୍କ ଗାଡ଼ିକୁ ବୋମା ମାଡ଼, ଅଳ୍ପକେ ବର୍ତ୍ତିଲେ ଶିବଶଙ୍କର

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼ । ବୋମାମାଡ଼ କଲେ ୨ ଦୁର୍ବୃତ୍ତ । ଶିବଶଙ୍କର ଦାଶ ଓରଫ ପିଣ୍ଟୁଙ୍କ ଗାଡ଼ିକୁ ବୋମାମାଡ଼ । ଗୋଷାଣି ନୂଆଗାଁ ବଡ଼ସାହି ମଠ ମନ୍ଦିର ନିକଟରେ ଆକ୍ରମଣ । ବୋମାମାଡ଼ରେ ଭାଙ୍ଗିଲା କାର୍ । ପିଣ୍ଟୁ ଦାସ ବ୍ୟକ୍ତିଗତ କାମ ସାରି ଘରକୁ ଫେରୁଥିବା ବେଳେ ଗୋଷାଣୀନୂଆ ଗାଁ ବଡ଼ ସାହି ନିକଟରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ବୋମାମାଡ କରି ସେଠାରୁ ଫେରାର ହୋଇଯାଇଛନ୍ତି । ଗାଡ଼ିର ସମ୍ମୁଖରେ ମାଡ଼ ହୋଇଥିଲେ ହେଁ ପିଂଟୁଙ୍କ କିଛି କ୍ଷତି ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ