Masthead

ସୁନ୍ଦରଗଡରେ ପୁଣି ୨୦ ସ୍କ୍ରବଟାଇଫସ ଆକ୍ରାନ୍ତ

ସୁନ୍ଦରଗଡ(ବଡ଼ ଖବର ବ୍ୟୁରୋ): ଦ୍ରୁତଗତିରେ ବଢୁଛି ସ୍କ୍ରବ ଟାଇଫସ ଆକ୍ରାନ୍ତ । ଚିନ୍ତା ବଢାଉଛି ସ୍କ୍ରବଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ସୁନ୍ଦରଗଡରେ ପୁଣି ନୂଆ ୨୦ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ଜିଲ୍ଳା ସ୍ୱାସ୍ଥ୍ୟ ବିଭାଗ । ରୋଗର ମୁକାବିଲା ପାଇଁ ଆବଶ୍ୟକ ଔଷଧ ଓ ପରୀକ୍ଷା ବ୍ୟବସ୍ଥା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼