Masthead

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅପରାହ୍ନ ୪ଟା ଯାଏଁ ମୁଲତବି ରହିଲା ଗୃହ । ବିଧାନସଭା ଆରମ୍ଭରୁ ହିଁ ହଟ୍ଟଗୋଳ । ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର ଦାବିରେ ଗୃହ ମଧ୍ୟଭାଗକୁ ଆସି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ । ପୋଡିୟମ୍ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ୪ଟା ଯାଏଁ ମୁଲତବି ରଖିଲେ ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ