Masthead

ପିକ୍‌ଅପ ଧକ୍କାରେ ଅଟୋ ଓଲଟି ୩ ଆହାତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଗୋପାଳପୁର ଥାନା ବଜାର ମଧ୍ୟ ସ୍ଥଳରେ ଆଜି ଭୋର ସମୟରେ ଗୋଟିଏ ବେଆଇନ ଗୋରୁ ବୁଝେଇ ପିକଅପ ସାହସପୁରା ଆଡୁ ଆସୁଥିବା ବେଳେ ଗୋପାଳପୁର ବଜାର ଗୋଲେଇ ନିକଟରେ ଅଟୋ ବସିଥିବା ତିନିଜଣକୁ ଧକ୍କା ଦେଇଥିଲା ।

ଫଳରେ ଅଟୋରେ ବସିଥିବା ୩ ଜଣ ଆହତ ହୋଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଗୋପାଳପୁର ପୋଲିସ ପହଂଚି ପିକଅପକୁ ଜବତ କରିବା ସହିତ ସେଥିରୁ ୨୫ରୁ ଉର୍ଦ୍ଧ ଗୋରୁ ଉଦ୍ଧାର କରିଛନ୍ତି । କିନ୍ତୁ ପ୍ରତେକ ଦିନ ଏହି ରାସ୍ତା ଦେଇ ସହ ସହ ଗୋରୁ ଗାଡି ଯାଉଥିବା ବେଳେ ବଜାର ନିକଟରେ ଗୋପାଳପୁର ଥାନା ଥିବାବେଳେ ପୋଲିସ କୌଣସି ପଦକ୍ଷେପ ନନେଉ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..