Masthead

ବେଆଇନ କରତକଳ ଉପରେ ଭିଜିଲାନ୍ସ ଚଢ଼ଉ

କାଟକପୁର/ଅସ୍ତରଙ୍ଗ, (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗ ରେଞ୍ଜରେ ଯାଉଥିବା ନୟାହାଟ ଓ କଟକ ଜିଲ୍ଲା ବିନିସପୁରଠାରେ ଥିବା କରତକଳରେ ଭିଜିଲାନ୍ସ ଚଢ଼ଉ । ମଙ୍ଗଳବାର ସକାଳେ ଭୁବନେଶ୍ୱର ଭିଜିଲାନ୍ସ ଅଫିସର ବିଷ୍ଣୁଚରଣ ବେହେରାଙ୍କ ନେତୃତ୍ୱରେ ଏକ ଟିମ ଚଢ଼ଉ କରିଛି । ଚଢ଼ଉ ବେଳେ ୨ଟି ଟ୍ରାକ୍ଟର ସହ ବହୁ ଯନ୍ତ୍ରାଂଶ ଜବତ କରାଯାଇଛି । ତଦନ୍ତ ଶେଷରେ କେତେ ଟଙ୍କାର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଠ ହେବ ବୋଲି ଭିଜିଲାନ୍ସ ଅଫିସର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି