Masthead

ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୩ ତାରିଖ ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ । ଆଜି ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବା ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ଦୁଇଦିନ ଯାଏଁ ସାରା ଓଡ଼ିଶାରେ ପ୍ରବଳ ବର୍ଷା । ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଜପତି ଓ ଗଞ୍ଜାମ। ଏସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ତେବେ ବାତ୍ୟାର ସେଭଳି କୌଣସି ସୂଚନା ନଥିବା ଆଇଏମ୍‌ଡି ଡିଜି କହିଛନ୍ତି। ସେପଟେ ବର୍ଷାକୁ ଦେଖି ପୂର୍ବ ପ୍ରସ୍ତୁତି କରିଛି ବିଏମ୍‌ସି। ଜଳବନ୍ଦୀ ସ୍ଥିତି ଉପୁଜିବାର ଆଶଙ୍କା ଥିବାରୁ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍‌ କରାଯାଇଛି । ସେହିପରି ମୁକାବିଲା ପାଇଁ ସ୍ୱତନ୍ତ୍ର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି।ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହି ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ