Masthead

ଭିଜିଲାନ୍ସ ଜାଲରେ ଓଏସଏପି କମାଣ୍ଡାଣ୍ଟ,ଟଙ୍କା ନେଇ ଯାଉଥିବାବେଳେ ମାଡିବସିଲା ଭିଜିଲାନ୍ସ

କଟକ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଓଏସଏପି ଫାଷ୍ଟ ବାଟାଲିୟନ କମାଣ୍ଡାଣ୍ଟ ସୁନୀଲ ବେହେରା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଢେଙ୍କାନାଳ ସରାକରୀ ବାସଭବନ ସମେତ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଢେଙ୍କାନାଳରୁ କଟକସ୍ଥିତ ବାସଭବନକୁ ଆସିଲାବେଳେ ମାଡିବସିଲା ଭିଜିଲାନ୍ସ ।

ତାଙ୍କ ପାଖରୁ ନଜଦ ୧ ଲକ୍ଷ ୩୧ ହଜାର ୩୫୫ ଟଙ୍କା ଜବତ କରାଯାଇଛି । ଏହାପେର କଟକ ସ୍ଥିତ ଘରେ ସର୍ଚ୍ଚ କରାଯାଇ ୮ଲକ୍ଷ ୭୦ ହଜାର ଟଙ୍କା ଜବତ ହୋଇଛି । ଢେଙ୍କାନାଳର କାଇମାଟିରେ ଥିବା ଫାଷ୍ଟ ବାଟାଲିୟନରେ ସୁନୀଲ ବେହେରା କମାଣ୍ଡାଣ୍ଟ ଅଛନ୍ତି । ତାଙ୍କ ନାଁରେ ଆଗରୁ ଅନେକ ଅଭିଯୋଗ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ