Masthead

ଏସିଆନଗେମ୍ସ ସ୍କ୍ୱାସ ଇଭେଣ୍ଟରେ ପାକିସ୍ତାନକୁ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆନ ଗେମ୍ସରେ ଭାରତକୁ ମିଳିଲାଣି ୧୦ ସ୍ୱର୍ଣ୍ଣ । ସ୍କ୍ୱାସ ଇଭେଣ୍ଟରେ ପାକିସ୍ତାନକୁ ହରାଇଛି ଭାରତ । ଭାରତର ସୌରଭ ଘୋଷାଲ, ଅଭୟ ସିଂ ଏବଂ ମହେଶ ମଙ୍ଗୋନକର ୨-୧ରେ ପାକିସ୍ତାନକୁ ହରାଇ ସ୍ୱର୍ଣ୍ଣ ଜିତିଛନ୍ତି ।

ଟେନତସ ମିକ୍ସଡ୍ ଡବଲ୍ସରେ ମଧ୍ୟ ସ୍ୱର୍ଣ୍ଣ ପାଇଛି ଭାରତ । ଏହାସହ ସୁଟିଂରେ ଭାରତ ପାଇଁ ରୌପ୍ୟ ପଦକ ଆଣିଛନ୍ତି ସରାବଜୋଟ ସିଂ ଏବଂ ଦିବ୍ୟା ଟିଏସ୍ । ଏସିଆନଗେମ୍ସରେ ଭାରତକୁ ମୋଟ ୩୬ଟଟି ମେଡାଲ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ