ଗୋ ଚାଲାଣ ବେଳେ ଉଦ୍ଧାର ହେଲେ ୫୦ଗୋରୁ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗକୁ ଗୋ ଚାଲାଣ କରିବାରେ ଥମୁନି ଗୋରୁ ମାଫିଆ । ଜଳେଶ୍ୱର – ଚନ୍ଦନେଶ୍ୱର ୫୭ନମ୍ବର ରାଜ୍ୟ ରାଜପଥ ପାଲଟିଛି ମାଫିଆଙ୍କ ଭୁସର୍ଗ । ପଶ୍ଚିମବଙ୍ଗକୁ ୫୦ରୁ ଉର୍ଦ୍ଧ ଗୋରୁ ୨ଟି ମିନିଟ୍ରକରେ ଚୋରା ଚାଲାଣ ବେଳେ କୌଣସି ସୂତ୍ରରୁ ଖବର ପାଇଁ କମର୍ଦା ପୋଲିସ ନହରା ଛକ ନିକଟରେ ଗାଡିକୁ ଅଟକାଇ ଜବତ କରି ଗୋରୁ ମାନଙ୍କୁ ଉଦ୍ଧାର କରିଥିଲେ । ଘଟଣା ସ୍ଥଳରୁ ଡ୍ରାଇଭର ହେଲପର ଫେରାର ହେଇଯାଇଥିଲେ । ସମସ୍ତ ଗୋରୁକୁ ପୋଲିସ ଉଦ୍ଧାର କରି ବାମପଦା ଗୋଶାଳକୁ ପଠାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ