Masthead

ଖୋଲିଲାନି ଆମ୍ବୁଲାନ୍ସ କବାଟ, ଭିତରେ ଫସିରହିଲେ ଗୁରୁତର ବୃଦ୍ଧା

କେନ୍ଦୁଝର(ବଡ଼ କବର ବ୍ୟୁରୋ): ସରକାର ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରୁଥିବା ବେଳେ ପ୍ରଶ।।ସନିକ ଉଦାସିନତା ହେତୁ ତାହା ବିଫଳ ହେଉଛି । ସରକାର ରୋଗୀ ମାନଙ୍କୁ ତୁରନ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ୧୦୮ ଆମ୍ବୁଲାନ୍ସର ବ୍ୟବସ୍ଥା କରିଥିବାବେଳେ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ସମୟରେ ଏହାର ଯନ୍ତ୍ରାଂଶ ଅଚଳ ହୋଇ ପଡ଼ୁଛି । ଏହାର ଏକ ନଗ୍ନଚିତ୍ର ଦେଖିବା ପାଇଁ ମିଳିଛି ଝୁମ୍ପୁରା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ।

ରାତି ପ୍ରାୟ ୮ଟା ସମୟରେ କାଠବାଉଁସୁଳି ଅଞ୍ଚଳର ଚମ୍ପାବତୀ ମହାନ୍ତ ନାମକ ଯଣେ ବୃଦ୍ଧାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ହଠାତ୍ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଝୁମ୍ପୁରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପହଞ୍ଚାଇବା ପରେ ବହୁ ଚେଷ୍ଟା ପରେ ମଧ୍ୟ ଆମ୍ବୁଲାନ୍ସର କବାଟ ଖୋଲିନଥିଲା । ଯାହା ଫଳରେ କବାଟ ତାଡ଼ି ବୃଦ୍ଧାଙ୍କୁ ବାହାର କରାଯାଇଥିଲା । ବୃଦ୍ଧାଙ୍କ ଅବସ୍ଥା ଗୁରୁତର ଥିବାରୁ ସଙ୍ଗେ ସଙ୍ଗେ ପ୍ରାଥମିକ ଚିକିତ୍ସା କରାଯାଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ