Masthead

ଆଜି ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜନ୍ମଦିବସ । ୧୫୪ତମ ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏଥିସହ ବିଜୟା ଘାଟକୁ ଯାଇ ଲାଲବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ମଧ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ସେହିପରି, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ଲୋକସଭା ବାଚସ୍ପତି ଓମ୍ ବିର୍ଲା, ଦିଲ୍ଲୀ ଉପରାଜ୍ୟପାଳ ଭି. କେ. ସାକ୍‌ସେନା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ରାଜଘାଟରେ ଉପସ୍ଥିତ ହୋଇ ବାପୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ବାପୁଙ୍କ ସମୟାନୁବର୍ତ୍ତିତା ଆଜି ବି ସମସସ୍ତଙ୍କୁ ପ୍ରେରଣା ଦେଉଛି । ତାଙ୍କର ଅମରବାଣୀ ପ୍ରତ୍ୟେକ ବ୍ୟକ୍ତିଙ୍କ ପଥ ଆଲୋକିତ କରି ଚାଲୁଥିବ । ଆମେ ସର୍ବଦା ତାଙ୍କ ପରିକଳ୍ପନା ପରିପୂରଣ ପାଇଁ କାର୍ଯ୍ୟ କରିବା । ସାମଗ୍ରିକ ଏକତା ଓ ସହାବସ୍ଥାନ ନିମନ୍ତେ ତାଙ୍କ ପରିକଳ୍ପିତ ପରିବର୍ତ୍ତନର ଭାବଧାରର ବାହାକ ହେବା ସହ ପ୍ରତ୍ୟେକ ଯୁବ ସମର୍ଥ ହୁଅନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ