Masthead

ରାଜ୍ୟରେ ଲଘୁଚାପ ବର୍ଷା , ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ୫ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ୫ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର ଆଦି ଜିଲ୍ଲାମାନ ରହିଛି । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଏହାସହ ଉପକୂଳ ଓଡିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ବରଗଡ, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୂଆପଡା ଆଦତ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟୋଲୋୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା