ସମ୍ବାଦ ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୌମ୍ୟ, ସମ୍ପାଦକ ହେଲେ ଝିଅ ତନୟା ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ‘ସମ୍ବାଦ’ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପଟ୍ଟନାୟକ ନିଜର ବ୍ୟକ୍ତିଗତ କାରଣ ପାଇଁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ‘ସମ୍ବାଦ’ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତି ତନୟା ପଟ୍ଟନାୟକ ‘ସମ୍ବାଦ’ର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ