Masthead

କଟକ ବଡ଼ ମେଡିକାଲରେ ବିଦ୍ୟୁତ୍‌ ବିଭ୍ରାଟ ପରେ ଦେଖାଦେଇଛି ପାଣି ସମସ୍ୟା

କଟକ (ବଡ଼ ଖବର ବ୍ୟୁରୋ): କଟକ ବଡ଼ ଡାକ୍ତରଖାନାରେ ବିଦ୍ୟୁତ୍‌ ବିଭ୍ରାଟ ପରେ ପାଣି ସମସ୍ୟା । ରାତିରୁ ମେଡିକାଲର ବିଭିନ୍ନ ୱାର୍ଡକୁ ଜଳ ଯୋଗାଣ ଠପ୍‌ ହୋଇଯାଇଛି । ସକାଳେ କିଛି ସମୟ ପାଣି ଆସିଥିଲେ ବି ଯଥେଷ୍ଟ ନୁହେଁ । ମେଡିକାଲ ପରିସରରେ ଥିବା ଶୌଚାଳୟକୁ ମଧ୍ୟ ପାଣି ଆସୁ ନ ଥିବାରୁ ରୋଗୀ ଓ ସମ୍ପର୍କୀୟ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

 

ଶନିବାର ଠାରୁ କଟକ ବଡ଼ ମେଡିକାଲରେ ୧୦ ଘଣ୍ଟା ବିଦ୍ୟୁତ୍‌ ନଥିଲା। ଏହାର ପରଦିନ ଅର୍ଥାତ୍‌ ରବିବାର ଦିନ ମଧ୍ୟ ସମାନ ଧରଣର ବିଭ୍ରାଟ ଦେଖିବାକୁ ମିଳିଥିଲା।ଏସସିବିର ଆଞ୍ଚଳିକ ନିଦାନ କେନ୍ଦ୍ରରେ ୬ ଘଣ୍ଟାରୁ ଅଧିକ ସମୟ ଧରି ବିଦ୍ୟୁତ୍ ନଥିଲା। ଫଳରେ ଅସୁବିଧାର ସମ୍ମୁଖୀନ ହୋଉଛନ୍ତି ମେଡିକାଲରେ ଥିବା ରୋଗୀ ଓ ସମ୍ପର୍କୀୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା