Masthead

ପୁଣି ଉଦ୍ଧାର ହେଲା ବଉଳା କୁମ୍ଭୀର

କେନ୍ଦ୍ରାପଡା(ବଡ଼ ଖବର ବ୍ୟୁରୋ):କେନ୍ଦ୍ରାପଡ଼ା ରାଜନଗର ଚାନ୍ଦିବାଉଁଶମୂଳ ପଞ୍ଚାୟତ ଯଦୁଚନ୍ଦ୍ରପୁର ଗାଁରୁ ପୁଣି ଏକ ବିରାଟ ବଉଳା କୁମ୍ଭୀର ଉଦ୍ଧାର । ଗତକାଲି ବିଳମ୍ବିତ ରାତିରେ କାଙ୍ଗାଳି ପାତ୍ରଙ୍କ ଘର ପଛପଟରୁ କୁମ୍ଭୀର ଉଦ୍ଧାର କଲା ବନବିଭାଗ।

 

ଉଦ୍ଧାର କୁମ୍ଭୀରକୁ ବାଉଁଶଗଡ ନଦୀରେ ଛଡାଯାଇଥିବା ନେଇ ବନବିଭାଗର ସୂଚନା ରହିଛି। ଏକ ସପ୍ତାହ ତଳେ ପେଣ୍ଠ ଖଣ୍ଡାମରାରୁ ଏକ କୁମ୍ଭୀର ଉଦ୍ଧାର କରାଯାଇଥିଲା। ଯାହାକୁ ନେଇ ନଦୀ କୂଳିଆ ଲୋକମାନଙ୍କ ମଧ୍ୟରେ ପ୍ରବଳ ଭୟର ବାତାବରଣ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ