Masthead

ଗାନ୍ଧୀପାର୍କ ଠାରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଗାନ୍ଧୀପାର୍କ ଠାରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଆଜି ମହତ୍ମା ଗାନ୍ଧୀଜିଙ୍କ ଜୟନ୍ତୀ ଅବସରରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରତିମୟୀ। ଏହି ଅବସରରେ ଗୀତା ପାଠ, ବାଇବେଲ ପାଠ, କୋରାନ୍ ପାଠ ପଢା ଯାଇଥିଲା। ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରଷ୍କାର ପ୍ରଦାନ କରାଯାଇଥିଲା। ଏହି କାର‌୍ୟ୍ୟକ୍ରମଟି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର‌୍ୟ୍ୟାଳୟ ପକ୍ଷରୁ ଆୟୋଜନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ