Masthead

ପଦଯାତ୍ରାବେଳେ ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ ହାତାହାତି

ସାଲେପୁର(ବଡ଼ ଖବର ବ୍ୟୁରୋ):ସାଲେପୁରରେ ଅଭାବନୀୟ ଘଟଣା ।କଟକ ଜିଲ୍ଲା ସାଲେପୁର ବ୍ଳକରେ ବିଜେଡି -ବିଜେଡି ସମର୍ଥକଙ୍କ ମଧ୍ୟରେ ଗାନ୍ଧୀଜୟନ୍ତୀ ପଦଯାତ୍ରାକୁ ନେଇ ଦେଖାଦେଇଛି ଉତ୍ତେଜନା। ସାହେଶ୍ୱରୀ ନିକଟରୁ ଏକ ପଦଯାତ୍ରାରେ ଯୁବନେତା ହିମାଂଶୁ ମହାନ୍ତିଙ୍କ ନେତୃତ୍ୱରେ ଏକ ପଦଯାତ୍ରାରେ ନିଜର ସମର୍ଥକଙ୍କ ସହ ସାଲେପୁର ବଜାରେରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାକୁ ଯିବା ସମୟରେ ବିଧାୟକ ପ୍ରଶାନ୍ତ ବେହେରାଙ୍କ ସମର୍ଥକମାନେ ତୀବ୍ରବିରୋଧ କରିଥିଲେ। ଯାହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା।ହିମାଂଶୁ ମହାନ୍ତିଙ୍କ ଗୋଷ୍ଠୀ କଟକ ଚାନ୍ଦବାଲି ରାସ୍ତାର ସାଲେପୁର ବଜାରରେ ରାସ୍ତାରୋକ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ମୃତୟନ ଥିବାବେଳେ ଉତ୍ତେଜନା ଲାଗି ରହିଛି। ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣକୁ ନେଇ ହିମାଂଶୁ ଓ ବିଧାୟକ ପ୍ରଶାନ୍ତ ବେହେରାଙ୍କ ଗୋଷ୍ଠୀମଧ୍ୟରେ ତୀଵ୍ରବିରୋଧ ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା