Masthead

ଓଡିଶାର ପ୍ରଗତିରେ ବିରୋଧୀ ଖୁସି ନାହାନ୍ତି : ନବୀନ ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା । ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀରୁ ଆରମ୍ଭ ହେଲା ପଦଯାତ୍ରା । ଅଗଷ୍ଟ ୧୧ ତାରିଖ ଯାଏଁ ପ୍ରତି ନିର୍ବାଚନ ମଣ୍ଡଳୀରେ ଚାଲିବ ଏହି ପଦଯାତ୍ରା । ପଦଯାତ୍ରାର ଶୁଭାରମ୍ଭ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଯୋଗଦେଇ ବିଜେଡି ସୁପ୍ରିମୋ କହିଛନ୍ତି ଗାନ୍ଧିଜୀ ଆମ ପ୍ରେରଣାର ଉତ୍ସ ।

ଗାନ୍ଧିଜୀଙ୍କ ପ୍ରେରଣା ଆମକୁ ବାଟ ଦେଖାଇଛି । ସାଧାରଣ ଲୋକର ଖୁସି ଆମର ସବୁଠାରୁ ବଡ ଖୁସି । ବ୍ୟବସ୍ଥା ଉପରେ ଲୋକଙ୍କର ବିଶ୍ୱାସ ବଢିଛି । ଓଡିଶାର ପ୍ରଗତିରେ ବିରୋଧୀ ଖୁସି ନାହାନ୍ତି । ଲୋକେ ତାଙ୍କୁ କ୍ଷମତା ଦେବେନି । ବିକାଶର ବାର୍ତ୍ତା ଘରେ ଘରେ ପହଞ୍ଚାଇବାକୁ କର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା