Masthead

ଫିଜିଓଲୋଜି ଓ ମେଡିସିନରେ ନୋବେଲ ପାଇବେ କାଟାଲିନ୍ କାରିକୋ ଓ ଡ୍ର୍ୟୁ ୱିସମ୍ୟାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଘୋଷଣା ହେଲା ନୋବେଲ ପୁରସ୍କାର୨୦୨୩ । ଫିଜିଓଲୋଜି ଓ ମେଡିସିନରେ ନୋବେଲ ପାଇବେ ୨ ବୈଜ୍ଞାନିକ । କାଟାଲିନ କାରାକୋ ଓ ଡ୍ରିଉ ୱିଜ୍‌ମ୍ୟାନ୍‌ ପାଇବେ ନୋବେଲ । କୋଭିଡ ଭ୍ୟାକ୍ସିନ କ୍ଷେତ୍ରରେ ଗବେଷଣା ପାଇଁ ପାଇବେ ନୋବେଲ ।ଉଭୟଙ୍କ ଗବେଷଣା ଓ ଆବିଷ୍କାର କୋଭିଡ-୧୯ ଭୂତାଣୁ ବିରୋଧରେ ଲଢିବା ପାଇଁ ପ୍ରଭାବଶାଳୀ ଏମଆରଏନଏ ଟିକା ବିକାଶ କରିବାରେ ସକ୍ଷମ ହୋଇଛି । ଉଭୟଙ୍କୁ ଚଳିତ ବର୍ଷର ନୋବେଲ ପୁରଷ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ