Masthead

ସ୍ୱର୍ଣ୍ଣ ମନ୍ଦିର ପରିଦର୍ଶନ କରି ବାସନ ମାଜିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଅମୃତସରର ସ୍ୱର୍ଣ୍ଣ ମନ୍ଦିର ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ସ୍ୱଚ୍ଛାସେବୀ ଭାବରେ ଶ୍ରମଦାନ କରିଛନ୍ତି । ପ୍ରାର୍ଥନା ଏବଂ ପରିସର ପରିଦର୍ଶନ ପରେ ରାହୁଲ ଶ୍ରଦ୍ଧାଳୁଙ୍କ ପାଇଁ ବ୍ୟବହୃତ ହେଉଥିବା ବାସନକୁ ସଫା କରିଥିଲେ । ରାହୁଲଙ୍କ ସହ ପ୍ରଦେଶ କମିଟିର କିଛି କଂଗ୍ରେସ ନେତା ମଧ୍ୟ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ