Masthead

ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଗୃହରେ ୨୮ ହଜାର ୨୦୦ କୋଟିର ଅତିରିକ୍ତ ବଜେଟ ଆଗତ କରିଥିଲେ । ସେହିପରି ପଞ୍ଚୟତରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ, ଗୃହ ଓ ନିର୍ମାଣ ପୌର ଉନ୍ନୟନ, ଜଙ୍ଗଲ ପରିବେଶ, ଦକ୍ଷତା ବିକାଶ ଓ ବୈଶୟିକ ଶିକ୍ଷା ସମେତ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି । ଗତ ୨୨ ତାରିଖରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୮ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଥିଲେ ।

ବିଧାନସଭା ଆରମ୍ଭ ଦିନଠୁ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ରହିଛି । ନିକଟରେ ଶାସକ ଦଳର ନେତା ବିରୋଧିଙ୍କୁ ଆକ୍ଷେପ କରି ଏପରି କିଛି କଥା କହିଥିଲେ ଯାହାକୁ ନେଇ ଗୃହ କମ୍ପିଥିଲା । କିନ୍ତୁ ପରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବର୍ଦଳୀୟ ବୈଠକରେ ଶାସକ ଦଳର ବିଧାୟକ ଯେଉଁ ଶବ୍ଦ କହିଥିଲେ ତାକୁ ବାଦ ଦିଆଯାଇଛି । ଏହାପରେ ଆଜିଠୁ ପୁଣି ବିଧାନସଭା ଆରମ୍ଭ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼