Masthead

ଜନତାଙ୍କ ସେବା ପାଇଁ ବିଜେପି ସମର୍ପିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । । ଭୁବନେଶ୍ୱର ବିମନ ବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଥିଲା ।ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଅନୁରାଗ ଠାକୁର । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁରାଗ ଠାକୁର କରିଛନ୍ତି ପ୍ରେସମିଟ ।

ସେ କହିଛନ୍ତି, ଗରିବ ମାନଙ୍କର କଲ୍ୟାଣ ପାଇଁ କେନ୍ଦ୍ର ସରକାର ସବୁ ଯୋଜନା କରୁଛନ୍ତି । ଏନଡିଏ ସମୟରେ ଓଡ଼ିଶାକୁ ଅଧିକ ଅନୁଦାନ ମିଳିଛି । ପ୍ରଧାନ ମନ୍ତ୍ରୀ ମହିଳାଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆଣିଛନ୍ତି । ଏହା ପରେ ସେ ଉକôଳ ବିଶ୍ୱବିଦ୍ୟାଳୟରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼