OBC ଗଣନାକୁ ନେଇ ନାଉରୀ ନାୟକଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ: ରାଜ୍ୟ ସରକାରଙ୍କ ମୁଳୁରୁ ହିଁ OBCଙ୍କ ପ୍ରତି ମାନସିକ ଠିକ୍ ଉଦ୍ଦେଶ୍ୟ ନାହିଁ। ଗଣନାର ପ୍ରକ୍ରିୟା ଠିକ୍ ନାହିଁ। ଓଡ଼ିଶା ସରକାର ଘରକୁ ଘର ବୁଲି ଗଣନା କରିଥାନ୍ତେ ତଥ୍ୟ ଠିକ୍ ଆସିଥାନ୍ତା । କିନ୍ତୁ କହିଲେ ଦସ୍ତାବିଜ ଧରିକି ଆସ ଯାହା କି ସମସ୍ତଙ୍କ ପକ୍ଷେ ସମ୍ଭବ ନଥିଲା।

ଓଡ଼ିଶାରେ ଯାହା କୁହାଯାଉଛି ୫୨ ପ୍ରତିଶତ OBC ଅଛନ୍ତି କିନ୍ତୁ ରାଜ୍ୟରେ ତାଠୁଁ ଅଧିକ ଅଛନ୍ତି। OBCଙ୍କ ପ୍ରତି ସରକାରଙ୍କ ଆନ୍ତରିକତା ନାହିଁ। କେତେ OBCଙ୍କୁ ନେଇ ସରକାର ଚିନ୍ତିତ ଏଇଠୁ ସ୍ପଷ୍ଟ । ସରକାରଙ୍କ ମାନସିକତା OBCଙ୍କ ପ୍ରତି ନାହିଁ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ