ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ); ଦିଲ୍ଲୀରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ଅପରାହ୍ନ ୨ଟା୫୩ମିନିଟରେ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ତୀବ୍ରତା ୬.୨ରେକର୍ଡ ହୋଇଛି । ଭାରତର ବିଭିନ୍ନ ସ୍ଥାନରେ ମଧ୍ୟ ଭୂକମ୍ପ ଝଟକା । ଉତ୍ତରାଖଣ୍ଡର ନେପାଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି ।
Odia News channel