ଏସ୍ ସି ବିରେ ବିଧାୟକ ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ବୈଠକ

କଟକ(ବଡ଼ ଖବର ବ୍ୟୁରୋ) : ଏସ୍ ସି ବିରେ ବିଧାୟକ ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ବୈଠକ ଅନୁଷ୍ଠିତ ହୋଇଛି । ବିଭିନ୍ ଅବ୍ୟବସ୍ଥା ନେଇ ବିଭାଗୀୟ ଅଧିକାରୀଙ୍କ ଉପରେ ବର୍ଷିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍ ସି ବି ନୂଆ ଏକ ରୂପରେଖ ଦେବାକୁ ଚାହୁଁଥିବା ବେଳେ ମେଡିକାଲ୍ କର୍ତ୍ତୁପକ୍ଷ ମଧ୍ୟ ନିଜର ପ୍ରୟାସ ଜାରି ରଖିଛନ୍ତି ।

କିନ୍ତୁ ଦୁଃଖର ବିଷୟ କିଛି ବିଭାଗ ର ଅଫିସର ମାନଙ୍କର କାର୍ୟ୍ୟରେ ଅବହେଳା ଯୋଗୁଁ ଅନେକ ସମୟରେ ଝଉଈ ମେଡିକାଲକୁ ନେଇ ଚର୍ଚ୍ଚା ଜୋର ଧରୁଛି । ବିଶ୍ବସ୍ତରୀୟ ହେବାକୁ ଯାଉଥିବା ଏସ୍ ସି ବି ମେଡିକାଲରେ ଅନେକ ସମୟରେ ପାନୀୟ ଜଳ,ବିଦ୍ୟୁତ୍ ସେବା ଇତ୍ୟାଦି ବାଧାପ୍ରାପ୍ତ ହେବା ଘଟଣା ଦେଖା ଦେଇଛି । ଯାହା ଅତ୍ୟନ୍ତ ଦୁଃଖଦାୟକ ଘଟଣା ବୋଲି କହିଛନ୍ତି ବିଧାୟକ । ତେବେ ଉକ୍ତ ସମସ୍ୟା ଗୁଡ଼ିକର ସମାଧାନ ପାଇଁ ଆଜି ବିଧାୟକ,ମେଡିକାଲ କର୍ତ୍ତୁପକ୍ଷଙ୍କ ଦ୍ଵାରା ଏକ ରିଭ୍ୟୁ ମିଟିଂ କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’