Masthead

ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା, ୩ ବୈଜ୍ଞାନିକଙ୍କୁ ମିଳିବ ପୁରସ୍କାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ପଦାର୍ଥ ବିଞ୍ଚାନରେ ଘୋଷଣା ହେଲା ସମ୍ମାନଜନକ ନୋବେଲ ପରସ୍କାର । ପଦାର୍ଥ ବିଞ୍ଚାନ ପାଇଁ ମିଳିତ ଭାବେ ୩ଜଣ ବୈଞ୍ଚାନିକ ପାଇବେ ନୋବେଲ ପୁରସ୍କାର ।ପଦାର୍ଥ ବିଜ୍ଞାନ (ଫିଜିକ୍ସ) ପାଇଁ ନୋବେଲ ପୁରସ୍କାର ଘୋଷଣା। ଫିଜିକ୍ସରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ରୟାଲ ସ୍ୱିଡିଶ ଏକାଡେମୀ ତରଫରୁ ହୋଇଥିବା ଘୋଷଣା ମୁତାବକ, ଫିଜିକ୍ସରେ ପିୟରେ ଆଗୋଷ୍ଟିନୀ, ଫେରେଙ୍କ୍ କ୍ରୁଜ ଓ ଏନି ଏଲ୍ ହୁଇଲିୟରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।ରୟାଲ ସ୍ୱିଡିଶ ଏକାଡେମୀ କହିଛି ଯେ ବୈଜ୍ଞାନିକମାନଙ୍କୁ ପଦାର୍ଥ ବିଜ୍ଞାନରେ ସେମାନଙ୍କ ପରୀକ୍ଷାମୂଳକ ପ୍ରୟୋଗ ପାଇଁ ନୋବେଲ ଦିଆଯାଉଛି। ଏକ ପରୀକ୍ଷାମୂଳକ ପ୍ରଣାଳୀ, ଯାହା ପଦାର୍ଥରେ ଇଲେକ୍ଟ୍ରୋନ୍ ଗତିଶୀଳତାର ଅଧ୍ୟୟନ ପାଇଁ ଆଲୋକର ଆଟୋସେକେଣ୍ଡ୍ ପଲ୍ସ ଉତ୍ପନ୍ନ କରିଥାଏ।ସେହିପରି ମେଡିସିନ୍ ପାଇଁ ୨ ବୈଜ୍ଞାନିକ ପାଇବେ ନୋବେଲ୍ ପୁରସ୍କାର। ସେମାନେ ହେଲେ ହଙ୍ଗେରୀ-ଆମେରିକାନ୍ ନାଗରିକ କାଟାଲିନ୍ କାରିକୋ ଓ ଆମେରିକା ନାଗରିକ ଡ୍ରିଉ ୱିଜମ୍ୟାନ। MrNA–କୋଭିଡ ଭ୍ୟାକ୍ସିନ୍ କ୍ଷେତ୍ରରେ ଗବେଷଣା ପାଇଁ ୨ ବୈଜ୍ଞାନିକଙ୍କୁ ମନୋନୀତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼