Masthead

ଏସୀୟ କ୍ରୀଡ଼ା, ତୀରନ୍ଦାଜୀରେ ଭାରତକୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସୀୟ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ତୀରଚାଳନାରେ ଭାରତକୁ ସ୍ୱର୍ଣ୍ଣ । ଜ୍ୟୋତି ଭେନମ ଓ ଓଜାସ ଡିଓଟାଲେ ଜିତିଲେ ସ୍ୱର୍ଣ୍ଣ । ଏଯାଏଁ ୧୬ ସ୍ୱର୍ଣ୍ଣ, ୨୬ ରୌପ୍ୟ, ୨୯ ବ୍ରୋଞ୍ଜ ସହ ୭୧ ପଦକ ହାସଲ କରିଛି ଭାରତ । ସେପଟେ ତୀରଚାଳନାରେ ଭାରତକୁ ମିଳିଛି ବ୍ରୋଞ୍ଜ ପଦକ । ୩୫ ମିଟର ରେସ୍ ୱାକ୍ ମିକ୍ସଡ ଟିମ ଇଭେଣ୍ଟରେ ମିଳିଲା ବ୍ରୋଞ୍ଜ ।ଞ୍ଚମଞ୍ଜୁ ରାଣୀ ଓ ରାମବାବୁ ଆଣଓଲେ ସଫଳତାର ସହ ହାସଲ କରିଛନ୍ତି ବ୍ରୋଞ୍ଜ ପଦକ । ଚଳିତ ଏସିଆଡ୍‌ରେ ଭାରତର ରେକର୍ଡ ପଦକ ହାସଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ