Masthead

ଚାକିରି ବଦଳରେ ଜମି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ

ପାଟନା (ବଡ଼ ଖବର ବ୍ୟୁରୋ): ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କୁ ମିଳିଲା ଜାମିନ । ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟରୁ ଲାଲୁ ଯାଦବଙ୍କୁ ଜାମିନ । ଚାକିରି ବଦଳରେ ଜମି ହଡ଼ପ ମାମଲାରେ ଲାଲୁଙ୍କୁ ଜାମିନ । ଜାମିନ ପ୍ରଦାନ କରିଛନ୍ତି ଦିଲ୍ଲୀର ରାଉଜ୍ ଏଭିନ୍ୟୁ କୋର୍ଟ । ଲାଲୁଙ୍କ ସହ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଲାଲୁଙ୍କ ପତ୍ନୀ ରାବଡି ଦେବି, ଲାଲୁଙ୍କ ପୁଅ ତେଜସ୍ବୀ ଯାଦବ ଏବଂ ଲାଲୁଙ୍କ ଝିଅ ମିଶା ଭାରତୀଙ୍କୁ ମଧ୍ୟ ଜାମିନ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ